www.samajalive.in
Thursday, December 11, 2025
13.1 C
Bhubaneswar

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହିତ ଅନ୍ୟ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ ରହିଛି । ବିଜେଡି ନେତା ମଦନ ଦଳେଇ, ସହଯୋଗୀ ଶୂନ୍ୟ ଚନ୍ଦ୍ର ଦାସ, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓ ସୁନୀଲ ହୋତାଙ୍କ ଜାମିନ ଆବେଦନ ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରଖିଛିଛନ୍ତି ଜିଲ୍ଲାଦୌରା ଜଜ୍‌ କୋର୍ଟ । ଆସନ୍ତା ୧୨ତାରିଖରେ ଜାମିନ ଆବେଦନର ଶୁଣାଣି ହେବ । କେସ୍କୁ ଜିଲ୍ଲାଦୌରା ଜଜ୍‌ କୋର୍ଟରୁ ଏଡିଜେ-୩କୁ ମାମଲା ସ୍ଥାନାନ୍ତରିତ କରାଯାଇଛି । ଏନେଇ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ ସୂଚନା ଦେଇଛନ୍ତି । ଅନ୍ୟପଟେ ପୁଲିସ କୋର୍ଟରେ କେସ୍‌ ଡାଏରୀ ଦାଖଲ କରିଛି । ଗତ ଅକ୍ଟୋବର କୁମାର ପୂ୍‌ର୍ଣିମା ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୁଲିସ ବିକ୍ରମ ପଣ୍ଡାଙ୍କ ସହି ୧୬ଜଣଙ୍କୁ ଗିରଫ କରିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories