ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ ଶେଷ ହୋଇଛି। ଚଳିତଥର ମୋଟ୍ ୨୯ଟି କାର୍ଯ୍ୟ ଦିବସ ଥିବାବେଳେ ଅଧିବେଶନ ୧୧ ଦିନ ଚାଲିଲା। ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ନଭେମ୍ବର ୨୭ରୁ ଅଧିବେଶନ ଆରମ୍ଭ ହୋଇଥିଲା।
Popular Categories



