www.samajalive.in
Thursday, December 11, 2025
14.1 C
Bhubaneswar

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ ଆଜି ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି୨୦ ମ୍ୟାଚ। ୫ମ୍ୟାଚ ବିଶିଷ୍ଟ ଶୃଙ୍ଖଳାର ପ୍ରଥମ ମ୍ୟାଚ ବାରବାଟୀରେ ଖେଳାଯିବ। ଏଥିପାଇଁ ନୂଆ ରୂପରେ ସଜେଇ ହୋଇଛି ବାରବାଟୀ। ଦୁଲୁକୁଛି କଟକ। ଉଲ୍ଲାସରେ ଭରିଛି ସାରା ଓଡ଼ିଶା। ବଢ଼ିଚାଲିଛି ପ୍ରଶଂସକଙ୍କ ହୃଦସ୍ପନ୍ଦନ। ରାତି ୭ଟାରୁ ଖେଳାଯିବ ମ୍ୟାଚ। ବାରବାଟୀରେ ବର୍ତ୍ତମାନ୍ ଦର୍ଶକ ଗ୍ୟାଲେରୀ ଗେଟ୍ ଖୋଲିଛି।

ଦର୍ଶକଙ୍କର ଖଚାଖଚ ଭିଡ ପରିଲକ୍ଷିତ ହୋଇଛି। ଲୋକମାନେ ଧାଡି କରି ପ୍ରବେଶ କରୁଛନ୍ତି। ଦେଶର କୋଣ ଅନୁକୋଣରେ ଲକ୍ଷାଧିକ ଦର୍ଶକ ଆଜି ବାରବାଟୀରେ ଭିଡ ଜମାଇଛନ୍ତି। ତେଣୁ ପକେଟ୍‌ମାର୍‌ ଙ୍କ ପ୍ରତି ସଜାଗ ରହିବାକୁ ପୁଲିସ୍‌ ପରାମର୍ଶ ଦେଇଛି। ୪ଟା ୪୫ରେ ଦକ୍ଷିଣ ଆଫ୍ରିକା ଟିମ୍ ଭୁବନେଶ୍ଵର ଛାଡିବ। ୪ଟା ୫୦ରେ ଟିମ୍ ଇଣ୍ଡିଆ କଟକ ଅଭିମୁଖେ ଯିବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories