www.samajalive.in
Wednesday, December 10, 2025
23.1 C
Bhubaneswar

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ ଜାରି ରହିଛି। ଏହିକ୍ରମେ ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ଯୁକ୍ତଦୁଇ ଚତୁର୍ଥ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ସୂଚନା ଅନୁଯାୟୀ, ୨୦୨୫-୨୬ ଶିକ୍ଷାବର୍ଷର ଚତୁର୍ଥ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆଜିଠୁ ଆରମ୍ଭ ହେବ। ଆଜି ଅପରାହ୍ଣ ୩ଟାରେ ସାମ୍ସ ୱେବ୍‌ସାଇଟ୍‌ରେ ଆବେଦନ କରାଯିବ।

୧୪ ତାରିଖ ଯାଏଁ ଆବେଦନ କରିହେବ। ୧୭ରେ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୧୮ରୁ ୧୯ ତାରିଖ ମଧ୍ୟରେ ନାମ ଲେଖାଇବେ। ୨୦ରୁ ୨୨ ମଧ୍ୟରେ ୱେଟିଂ ଲିଷ୍ଟରେ ଥିବା ଛାତ୍ରଛାତ୍ରୀ ପଞ୍ଜୀକରଣ କରିବେ। ୨୨ରେ ୱେଟିଂ ଲିଷ୍ଟରେ ଥିବା ପିଲାଙ୍କ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୨୩ରୁ ୨୪ ତାରିଖ ମଧ୍ୟରେ ନାମ ଲେଖାଇବେ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories