www.samajalive.in
Wednesday, December 10, 2025
26.1 C
Bhubaneswar

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ଫାଶରେ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଜନ୍ତୁ ଶିକାର ପାଇଁ ବିଦ୍ୟୁତ୍ ଫାଶ ବିଛା ଯାଇଥିଲା। ଯୁବକ ଜଣକ କୌଣସି କାମରେ ବାହାରକୁ ଯାଇଥିବାବେ​‌ଳେ ଅସାବଧାନତା ବଶତଃ ବିଦ୍ୟୁତ୍ ଫାଶରେ ପଡି ଯାଇଥିଲେ। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

Related Articles

Popular Categories