www.samajalive.in
Wednesday, December 10, 2025
23.1 C
Bhubaneswar

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ କମ୍ପାନୀ ମାଲିକ ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଜୟ ଅନମୋଲ ହେଉଛନ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡର ନିର୍ଦେଶକ। ଏହି କମ୍ପାନୀ ମୁମ୍ବଇସ୍ଥିତ ଆନ୍ଧ୍ର ବ୍ୟାଙ୍କ ଶାଖାରେ ୪୫୦ କୋଟି ଟଙ୍କାର କ୍ରେଡିଟ ଲିମିଟ ପାଇଥିଲା। ଏହାକୁ ଆଧାର କରି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡ ବ୍ୟାଙ୍କରୁ ଋଣ ଉଠାଇଥିଲା। ତେବେ ନିର୍ଦ୍ଧାରିତ ସମୟରେ ଏହା ପରିଶୋଧ ନ ହେବାରୁ ବ୍ୟାଙ୍କ କର୍ତ୍ତୃପକ୍ଷ ୨୨୮ କୋଟି ଟଙ୍କାର କ୍ଷତି ସହିଥିଲେ। ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅଭିଯୋଗକୁ ଆଧାର କରି ସିବିଆଇ ପକ୍ଷରୁୁ ଜୟ ଅନମୋଲଙ୍କ ବିରୋଧରେ ମାମଲା ଦାଏର କରାଯାଇଛି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories