ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ ୪ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରିଛି ସିବିଆଇ । ଅଭିଯୁକ୍ତମାନଙ୍କୁ ୫ଦିନିଆ ରିମାଣ୍ଡରେ ନେବାକୁ ସିବିଆଇ ଆବେଦନ କରିଥିବା ସୂଚନା ମିଳିଛି । ସ୍ୱତନ୍ତ୍ର ସିବିଆଇ କୋର୍ଟରେ ରିମାଣ୍ଡ ଆବେଦନ କରିଛି ସିବିଆଇ । ଅଭିଯୁକ୍ତ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଅଭିମନ୍ୟୁ ଦୋରା, ପ୍ରିୟଦର୍ଶିନୀଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରାଯାଇଛି ।
Popular Categories



