www.samajalive.in
Wednesday, December 10, 2025
26.1 C
Bhubaneswar

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ ଭୟଙ୍କର ଅଗ୍ନିକାଣ୍ତ ଘଟିଛି ।ବଜାରରେ ଥିବା ଆଠମହଲା ବିଶିଷ୍ଟ କୋଠାରେ ଭୟଙ୍କର ନିଆଁ ଲାଗିଛି। ନିଆଁ କବଳରେ ଅନେକ ଲୁଗା ଦୋକାନ ମଧ୍ୟ ରହିଛି । ସୂଚନା ଯୋଗ୍ୟ ଯେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରୁଛନ୍ତି । ବଜାରରେ କୋଟି କୋଟି ଟଙ୍କାର କପଡା ପୋଡି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories