www.samajalive.in
Sunday, December 7, 2025
26.1 C
Bhubaneswar

ମିଗ୍‌-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ରାଜସ୍ଥାନ: ରାଜସ୍ଥାନର ବିକାନର ଜିଲାରେ ଶୁକ୍ରବାର ବାୟୁସେନାର ଯୁଦ୍ଧ ବିମାନ ମିଗ୍‌-୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାଗ୍ରସ୍ତ ପରେ ଜେଟରେ ନିଆଁ ଲାଗିଛି । ହେଲେ ଯୁଦ୍ଧ ବିମାନର ପାଇଲଟ ସୁରକ୍ଷିତ ଭାବେ ତଳକୁ ଡେଇଁ ପଡିଥିବା ସୂଚନା ମିଳିଛି । କିନ୍ତୁ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଥିବା ବେଳେ ଦୁର୍ଘଟଣାର କାରଣ ଜଣାପଡିନାହିଁ ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories