www.samajalive.in
Saturday, December 13, 2025
17.1 C
Bhubaneswar

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ ପାର୍କ ସାମ୍ନାରେ ଗୁଳିମାଡ ହୋଇଛି। ଏଥିରେ ଭବାନୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଭବାନୀ ଶଙ୍କର ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ମୋଟର ସାଇକେଲରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories