www.samajalive.in
Saturday, December 13, 2025
15.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ ଆଉ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଡାକ୍ତର ହେଲେ ବିଲାଲ ନାସିର ମଲ୍ଲା। ସେ ଦିଲ୍ଲୀ ବିସ୍ଫୋରଣ ଘଟଣାର ଅନ୍ୟତମ ଷଡଯନ୍ତ୍ରକାରୀ। ବିଲାଲ୍ ଆତ୍ମଘାତୀ ବିସ୍ଫୋରକ ଡାକ୍ତର ଉମର ନବିକୁ ସହାୟତା କରିଥିଲା। ଦିଲ୍ଲୀର ଲାଲକିଲାରେ ଆତ୍ମଘାତୀ ବିସ୍ଫୋରଣ ଘଟାଇଥିବା ଉମର ନବିର ଘର ଜାମ୍ମୁ-କାଶ୍ମୀର। ତେଣୁ ଉମରକୁ ବିଭିନ୍ନ ସମୟରେ ନେବା ଆଣିବା ଓ ଜିନିଷ ପତ୍ର ଯୋଗାଡ କରିବାରେ ବିଲାଲ୍ ସହଯୋଗ କରିଥିଲା। ଉମର ହରିୟାଣାର ଫରିଦାବାଦସ୍ଥିତ ଅଲ୍‌ ଫଲାହ ମେଡିକାଲ କଲେଜରେ ସହକାରୀ ପ୍ରଫେସର ଭାବେ କାର୍ଯ୍ୟ କରୁଥିଲା। ନଭେମ୍ବର ୧୦ (୧୦/୧୧) ବିସ୍ଫୋରଣ ଘଟଣାରେ ଏନଆଇଏ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କୁ ଗିରଫ କଲାଣି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories