www.samajalive.in
Saturday, December 13, 2025
14.1 C
Bhubaneswar

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ଛାତ୍ରଙ୍କର ଜୀବନ ଚାଲିଯାଇଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁଡାରୀରୁ ବାଡ଼ିସୋଲାକୁ କଲେଜ ଆସୁଥିଲେ। ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ।

ଘଟଣାସ୍ଥଳରେ ଉଭୟ ଛାତ୍ରଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ରାମନଗୁଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର (୨୧ ବର୍ଷ) ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର ବୋଲି ଜଣାପଡିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories