www.samajalive.in
Thursday, December 11, 2025
26.1 C
Bhubaneswar

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ ଉମର ଖଲିଦକୁ ଦିଲ୍ଲୀ ଏକ ତଳ କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ଭଉଣୀ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି କୋର୍ଟ ଉମରକୁ ୧୪ ଦିନିଆ ସର୍ତ୍ତମୂଳକ ଜାମିନରେ ଯିବାକୁ ଅନୁମତି ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୨୦ ଫେବୃୟାରୀରୁ ଉମର ଜେଲରେ ବନ୍ଦୀ ଭାବେ ରହିଆସୁଛି। ଦିଲ୍ଲୀରେ ଦଙ୍ଗା କରିବା ଲାଗି ଏକ ବଡ଼ ଧରଣର ଷଡ଼ଯନ୍ତ୍ର ହୋଇଥିଲା। ସେହି ଷଡ଼ଯନ୍ତ୍ରରେ ଉମର ସମ୍ପୃକ୍ତ ରହିଥିଲା। ମାମଲାର ତଦନ୍ତ ସମୟରେ ଉମରକୁ ଗିରଫ କରାଯାଇଥିଲା। ତା’ ନାଁରେ କୋର୍ଟରେ ମାମଲା ବିଚାରାଧୀନ ରହିଛି। ୟୁଏପିଏର ବିଭିନ୍ନ ଧାରା ସହିତ ଭାରତୀୟ ନ୍ୟାୟ ସଂହିତାର ଅତି ଗମ୍ଭୀର ଧାରାରେ ତା’ ନାଁରେ ମାମଲା ରୁଜୁ ହୋଇଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories