www.samajalive.in
Saturday, December 13, 2025
23.1 C
Bhubaneswar

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର ରାଞ୍ଚିରେ ହେବାକୁ ଥିବାବେଳେ ଭାରତ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୫ ମ୍ୟାଚ ବିଶିଷ୍ଟ ଏହି ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତ ବିଜୟୀ ହୋଇଛି। ବାରବାଟୀରେ ଅନୁଷ୍ଠିତ ହୋଇଥିବା ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ଦଳକୁ ସହଜ ବିଜୟ ଦେଇଥିଲା। ତେଣୁ ୨ୟ ମ୍ୟାଚକୁ ଭାରତ ଜିତି ଶୃଙ୍ଖଳାରେ ଆଗୁଆ ରହିବାକୁ ଆଶା କରିଛି। ସନ୍ଧ୍ୟା ୭ଟାରେ ଖେଳ ଆରମ୍ଭ ହେବ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories