www.samajalive.in
Saturday, December 13, 2025
23.1 C
Bhubaneswar

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, – -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ ଘରୋଇ ବସ ସହ ଏକ ବାଇକ ମୁହାଁ ମୁହିଁ ଧକ୍କା ହେବା ଫଳରେ ୨ ଜଣ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ତେବେ କ୍ଷତିପୂରଣ ଦାବିରେ ମୃତକଙ୍କ ସମ୍ପର୍କୀୟ ଓ ଉତ୍ୟକ୍ତ ଲୋକ ରାମାନାଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ରାସ୍ତା ରୋକ କରିଥିବା ଜଣା ପଡ଼ିଛି । ରାସ୍ତା ଅବରୋଧ ହେବା ଫଳରେ ୩୨୬ ନମ୍ବର ଜାତୀୟ ରାଜପଥରେ ଯାତାୟାତ ପ୍ରଭାବିତ ହୋଇଛି ।

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

- Advertisement -

ଅପରପକ୍ଷେ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କ ସହ ଆଲୋଚନା ଜାରି ରଖିଛି । ସୂଚନା ଯୋଗ୍ୟ ଯେ ଆଜି ସକାଳୁ ଗୁଡ଼ାରି ଅଂଚଳର ଦୁଇ ଯୁବକ ବାଇକ ଯୋଗେ କୋଲ ନରା ବ୍ଲକ ଅନ୍ତର୍ଗତ ବାଡ଼ି ସୋଲା କଲେଜକୁ ଯିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ ।୧୦୮ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ଉଦ୍ଧାର କରି ରାମାନାଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରିଥିବା ବେଳେ ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories