www.samajalive.in
Thursday, December 11, 2025
27.1 C
Bhubaneswar

ଓଡ଼ିଆ ଭାଷାରେ ରେଳ ଟିକେଟ ଛାପିବା ପାଇଁ ରେଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାରେ ରେଳ ଟିକେଟକୁ ଆଞ୍ଚଳିକ ଓଡିଆ ଭାଷାରେ ଛାପିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶାରେ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ତରଫରୁ ଅନେକ ବ୍ୟବସ୍ଥା କରାଯାଇଛି । ଯାତ୍ରୀ ସୁବିଧାରେ ଗତ କିଛି ବର୍ଷରେ ବହୁ ଉନ୍ନତି ପରିଲକ୍ଷିତ ହେବା ସହ ଯାତ୍ରା ସମୟରେ ଲୋକମାନଙ୍କର ସୁଃଖଦ ଅନୁଭୂତି ହେଉଛି । ଏହା ସହ ଯଦି ଓଡ଼ିଶାରେ ଟିକେଟ୍‍ ଗୁଡିକ  ଓଡିଆରେ ଉପଲବ୍ଧ ହେବ ତେବେ ଆମ ରାଜ୍ୟର ଲୋକମାନେ ଆହୁରି ଲାଭବାନ ହେବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories