www.samajalive.in
Friday, December 12, 2025
23.1 C
Bhubaneswar

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବାର୍‌ ଟି ହୁତ୍ ହୁତ୍ ହୋଇ ଜଳୁଛି । ପୁରା ପରିବେଶ ଧୂଆଁମୟ ହୋଇପଡିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି।

Hot this week

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

Related Articles

Popular Categories