www.samajalive.in
Friday, December 12, 2025
26.1 C
Bhubaneswar

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ ୩ ତାରିଖରୁ ମଣ୍ଡି ଉଦ୍‌ଘାଟିତ ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସବୁ ଧାନ କ୍ରୟ କେନ୍ଦ୍ର ଖୋଲିନାହିଁ। ମଣ୍ଡିକୁ ମିଲର ଯାଇ ନାହାନ୍ତି କି ମଣ୍ଡି ରୁ ଧାନ ଉଠୁନାହିଁ। ଏହାକୁ ନେଇ ନୂଆପଡ଼ା ସଦର ବ୍ଲକରେ ଚାଷୀ ଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି।

ଆଜି ବିଜୁ ଜନତା ଦଳ ଜିଲ୍ଲା ସଭାପତି ଅବନୀ ରଞ୍ଜନ ଯୋଶୀ, ଜିଲ୍ଲା ପରିଷଦ ସଦସ୍ୟ ଭାନୁ ମାଝୀ, ନୂଆପଡ଼ା ସଦର ବ୍ଲକ ଉପାଧ୍ୟକ୍ଷ ଦିଲୀପ ନିର୍ମଳକର, ଡୁମେରପାନି ସରପଞ୍ଚ ଟେକ୍ ରାମ ନିଙ୍କ ନେତୃତ୍ୱରେ ଶହ ଶହ ଚାଷୀ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ଘେରାଉ କରିଛନ୍ତି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories