www.samajalive.in
Saturday, December 13, 2025
14.1 C
Bhubaneswar

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ। ବିଭିନ୍ନ ଦିଗକୁ ତର୍ଜମା କରି ଫେରିବା ପରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ। ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ କହିଛନ୍ତି ଜିଲ୍ଲା ପ୍ରଶାସନ ଓ ଉଭୟ ସଂପ୍ରଦାୟ ସହ ଆଲୋଚନା ହୋଇଛି।

ସେହି ଅନୁସାରେ ରିପୋର୍ଟ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ଯାହା ଉଚିତ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେବେ। ଉଭୟ ସଂପ୍ରଦାୟ ଶାନ୍ତି ଚାହୁଁଛନ୍ତି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ଅଛି। ଅନେକ କାରଣ ରହିଛି। ସରଜମିନି ତଦନ୍ତ କରାଯାଇଛି। ଦୁଇ ସମ୍ପ୍ରଦାୟ ସହ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସହିତ ଆଲୋଚନା ହୋଇଛି। ସମସ୍ତେ ଶାନ୍ତି ଚାହୁଁଛନ୍ତି।

Hot this week

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

Related Articles

Popular Categories