www.samajalive.in
Monday, December 15, 2025
27.1 C
Bhubaneswar

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି । ତିନି ଦିନିଆ ଭାରତ ଗସ୍ତରେ ଲିଓନେଲ୍‌ ମେସି ଆସିଥିବା ବେଳେ କଲକାତା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ତିନି ଦିନିଆ ଭାରତ ଗସ୍ତରେ ଆସିଥିବା ମେସୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଶାହାରୁଖ ଖାନଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ମେସି ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଭାରତରେ ରହିବେ, କୋଲକାତା, ହାଇଦ୍ରାବାଦ, ମୁମ୍ବାଇ ଏବଂ ଦିଲ୍ଲୀ ଚାରୋଟି ଭିନ୍ନ ଭିନ୍ନ ସହର ପରିଦର୍ଶନ କରିବେ। ତାଙ୍କର ଏହି ଗସ୍ତକୁ ‘GOAT ଇଣ୍ଡିଆ ଟୁର୍’ ବୋଲି ନାମ ଦିଆଯାଇଛି।

ଏହି ଗସ୍ତ ସମୟରେ, ମେସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ଏବଂ ଦେଶର ଅନେକ ମୁଖ୍ୟମନ୍ତ୍ରୀ ସମେତ ଅନେକ ପ୍ରମୁଖ ବ୍ୟକ୍ତିଙ୍କୁ ମଧ୍ୟ ଭେଟିବେ। ଏହା ବ୍ୟତୀତ, ତାଙ୍କ ଦୀର୍ଘକାଳୀନ ସାଥୀ ଏବଂ ସୁପରଷ୍ଟାର ଫୁଟବଲ୍ ଖେଳାଳି ଲୁଇସ୍ ସୁଆରଜେ ଏବଂ ବିଶ୍ୱକପ୍ ବିଜେତା ରୋଡ୍ରିଗୋ ଡି ପଲ୍ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories