www.samajalive.in
Sunday, December 14, 2025
18.1 C
Bhubaneswar

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ – ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା କରିଛି । ସ୍ତ୍ରୀ ନିଜର ପରକୀୟା ପ୍ରୀତି ଧରାପଡିବା ଯୋଗୁଁ ରାଗରେ ସ୍ୱାମୀକୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ।

ବେଲ୍ଟରେ ସ୍ଵାମୀ ର ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପରକୀୟା ପ୍ରୀତି ଧରିଦେବାରୁ ସ୍ଵାମୀକୁ ହତ୍ୟା କରିଥିବା ପରିବାର ଲୋକ କହିଛନ୍ତି। ଲକି ଛଅ ମାସ ତଳେ ଆଲୋକ ମହାପାତ୍ରଙ୍କୁ ବିବାହ କରିଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଘରୁ ମୃତ ଦେହ ଉଦ୍ଧାର କରିବା ସହ ଅଭିଯୁ୍କ୍ତ ସ୍ତ୍ରୀ କୁ ଅଟକ ରଖି ତଦନ୍ତ ଆରିମ୍ଭ କରିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories