www.samajalive.in
Sunday, December 14, 2025
14.1 C
Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ।  ଆସନ୍ତାକାଲି କଟକରେ ହାଇକୋର୍ଟ ବାର ଆସୋସିଏସନର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନ ବିଚାରପତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାର ଆସୋସିଏସନ୍ ପକ୍ଷରୁ ସ୍ବାଗତ କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଣାଯାଇଥିଲା ।

Hot this week

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

Related Articles

Popular Categories