www.samajalive.in
Monday, December 15, 2025
26.1 C
Bhubaneswar

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି । ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଭାରୀ ଦାୟିତ୍ଵ  ଦେଇଛି ବିଜେପି ।

କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ପାଇଁ ଗୁରୁ ଦାୟିତ୍ବ ମିଳିଛି । ବୈଜୟନ୍ତଙ୍କୁ ଆଗାମୀ ଆସାମ ସାଧାରଣ ନିର୍ବାଚନ ପାଇଁ ପ୍ରଭାରୀ ଦାୟିତ୍ଵ  ମିଳିଛି । ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି । ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦର୍ଶନ ବେନ ଓ ଜମୁ କାଶ୍ମୀର ବିରୋଧୀ ଦଳ ନେତା ସୁନିଲ କୁମାର ଶର୍ମାଙ୍କୁ ସହ ପ୍ରଭାରୀ ଦାୟିତ୍ବ ଦିଆ ଯାଇଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories