www.samajalive.in
Tuesday, December 9, 2025
15.1 C
Bhubaneswar

ଚିଜ ପରଟା

ଆବଶ୍ୟକ ସାମଗ୍ରୀ
ଅଟା – ୨କପ
ଲୁଣ – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
କୋରା ଚିଜ –୧କପ
କଟା ପିଆଜ – ୧ଟି
କଟା କଞ୍ଚା ଲଙ୍କା – ୨ଟି
ଗୋଲମରିଚ ଗୁଣ୍ଡ – ଅଳ୍ପ
ଘିଅ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ଅଟା, ଲୁଣ, ତେଲ, ପାଣି ପକାଇ ଭଲ ଭାବେ ନରମ କରି ଚକଟି ଦିଅନ୍ତୁ। ଚକଟା ଅଟା ଉପରେ ସାମାନ୍ୟ ତେଲ ଲଗାଇ ଏକ କପଡ଼ା ଘୋଡ଼ାଇ ୨୦ ମିନିଟ ରଖି ଦିଅନ୍ତୁ। ଏବେ ଆଉ ଏକ ପାତ୍ରରେ ପିଆଜ, ଚିଜ, କଞ୍ଚା ଲଙ୍କା, ଗୋଲମରିଚ ଗୁଣ୍ଡ, ଲୁଣ, ପକାଇ ଗୋଳାଇ ପୁର ପ୍ରସ୍ତୁତ କରି ରଖନ୍ତୁ। ଏବେ ଚକଟି ଥିବା ଅଟାକୁ ପୁଣି ଧୀରେ ଚକଟି ଗୁଳା କରି ଦିଅନ୍ତୁ। ଏବେ ଗୁଳାକୁ ଛୋଟ ଆକୃତିର କରି ତା ମଧ୍ୟରେ ପ୍ରସ୍ତୁତ ପୁରକୁ ରଖି ଚାରି ପାଖରୁ ମୋଡ଼ି ପରଟା ଆକାରର ବେଲି ଦିଅନ୍ତୁ। ଏବେ ଗ୍ୟାସ ଲଗାଇ ତାୱା ଗରମ କରନ୍ତୁ। ତାୱା ଗରମ ହେବା ପରେ ପରଟାକୁ ଘିଅ ପକାଇ ସେକି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିଜ ପରଟା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories