www.samajalive.in
Wednesday, December 10, 2025
16.1 C
Bhubaneswar

ବଣାଇରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ମୃତ, ଅନେକ ଆହତ

ବଣାଇ : ବଣାଇ ଉପଖଣ୍ଡ ଟିକାତପାଲି ଥାନା ଅନ୍ତର୍ଗତ ୧୪୩ ନ୍ୱମର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ସୂଚନା ଅନୁସାରେ ଏକ ୧୦ଚକିଆ ଟ୍ରକ ଓଲଟି ୬ଜଣ ମୃତ, ଅନେକ ଆହତ ହୋଇଛି।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories