www.samajalive.in
Saturday, December 13, 2025
26.1 C
Bhubaneswar

ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ହେବ ନିର୍ବାଚନ, ଏହାର ଇନଫୋଗ୍ରାଫିକ୍ସ

ଚଳିତ ବର୍ଷ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ୧୧ ଏପ୍ରିଲରେ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୮ ଏପ୍ରିଲରେ ଦ୍ୱିତୀୟ ପର୍ଯ୍ୟାୟ ,୨୩ ଏପ୍ରିଲରେ ତୃତୀୟ ପର୍ଯ୍ୟାୟ, ୨୯ ଏପ୍ରିଲରେ ଚତୁର୍ଥ ପର୍ଯ୍ୟାୟ, ମେ ୬ ତାରିଖରେ ପଞ୍ଚମ ପର୍ଯ୍ୟାୟ, ମେ ୧୨ ତାରିଖରେ ଷଷ୍ଠ ପର୍ଯ୍ୟାୟ ଓ ମେ ୧୯ ତାରିଖର୍ ସପ୍ତମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।

ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ

- Advertisement -

ପ୍ରଥମ ପର୍ଯ୍ୟାୟ ମତଦାନ  ଏପ୍ରିଲ ୧୧ରେ ହେବରାଜ୍ୟର  ଚାରୋଟି ଲୋକସଭା ସହ ଏହାର ଅନ୍ତର୍ଗତ ୨୮ଟି ବିଧାନସଭା ପାଇଁ  ମତଦାନ କରାଯିବ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୧୮ ତାରିଖରେ ଅନୁଷ୍ଠିତ ହେବ ପାଞ୍ଚଟି ଲୋକସଭା ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ ।

 ତୃତୀୟ ପର୍ଯ୍ୟାୟ ମତଦାନତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେବରାଜ୍ୟର ଛଅଟି ଲୋକସଭା ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ନିର୍ବାଚନ  ଅନୁଷ୍ଠିତ ହେବ ।

 ଚତୁର୍ଥ ପର୍ଯ୍ୟାୟ ନିର୍ବାଚନଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୯ରେ ହେବ ରାଜ୍ୟର ଅନ୍ତିମ ଛଅଟି  ଲୋକସଭା ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories