www.samajalive.in
Tuesday, December 9, 2025
19.1 C
Bhubaneswar

ବିଜେଡିରେ ଯୋଗ ଦେଲେ କଂଗ୍ରେସ ନେତା

କଳାହାଣ୍ଡି : ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ପ୍ରଦୀପ ଦେଶାଇ ମଙ୍ଗଳବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି। ସେ ନିଜ ସମର୍ଥକଙ୍କ ସହ ନବୀନ ନିବାସକୁ ଆସି ବିଜେଡିରେ ଯୋଗ ଦେଇଛନ୍ତି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପ୍ରଦୀପ ଦେଶାଇ ତାଙ୍କ ସମର୍ଥକଙ୍କ ସହ ମିଶି ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ପୂର୍ବରୁ ସେ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଥିଲେ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories