www.samajalive.in
Sunday, December 7, 2025
14.1 C
Bhubaneswar

ମୁକ୍ତିଲାଭ କଲା ‘କଳଙ୍କ’ର ଟିଜର୍‍

ମୁମ୍ବଇ : ବଲିଉଡ଼ର ଏକାଧିକ ପ୍ରସିଦ୍ଧ କଳାକାରଙ୍କ ଅଭିନୀତ ଚଳଚ୍ଚିତ୍ର ‘କଳଙ୍କ’ର ଟିଜର ମଙ୍ଗଳବାର ମୁକ୍ତିଲାଭ କରିଛି। ୨ ମିନିଟ୍‍ ୫ ସେକେଣ୍ଡର ଏହି ଟିଜରରେ ଚଳଚ୍ଚିତ୍ର କାହାଣୀ ବିଷୟରେ ସମ୍ୟକ୍‍ ଧାରଣା ଦିଆଯାଇଛି। ଏଥିରେ ସଞ୍ଜୟ ଦତ୍ତ, ମାଧୁରୀ ଦୀକ୍ଷିତ୍‍, ଆଲିୟା ଭଟ୍ଟ, ବରୁଣ ଧାୱନ, ସୋନାକ୍ଷୀ ସିହ୍ନା ଓ ଆଦିତ୍ୟ ରୟ କୁପରଙ୍କୁ ଏକାଠି ଦେଖିବାକୁ ମିଳିବ। କରଣ ଜୋହର ଓ ସାଜିଦ୍‍ ନାଡ଼ିଆଦୱାଲାଙ୍କ ପ୍ରଯୋଜନାରେ ନିର୍ମିତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ଅଭିଷେକ ବର୍ମନ ବହନ କରିଛନ୍ତି। ଏହି ଚଳଚ୍ଚିତ୍ର ଚଳିତ ବର୍ଷ ୧୭ ଏପ୍ରିଲରେ ମୁକ୍ତିଲାଭ କରିବ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories