www.samajalive.in
Thursday, December 11, 2025
16.1 C
Bhubaneswar

ବୟସ ଅନୁସାରେ ଖାଆନ୍ତୁ ଲୁଣ ଓ ଚିନି

ସୁଆଦିଆ ଖାଦ୍ୟ ପ୍ରତି ଅବା କାହାର ଲୋଭ ନ ଆସେ? ଏସବୁ ଭୋଜନରେ ଲୁଣ ଓ ଚିନିର ପରିମାଣ ସାମାନ୍ୟ ଅଧିକ। ତେବେ ଜାଣିରଖିବା ଉଚିତ ଯେ ନିଜ ବୟସ ଅନୁସାରେ ହିଁ ଚିନି-ଲୁଣର ଉପଯୋଗ ଖାଦ୍ୟରେ କମ୍ କରିବା ହିଁ ଉଚିତ। ବଲିଉଡ ତାରକା ଅମିତାଭ ବଚ୍ଚନ, ଅକ୍ଷୟ କୁମାର, ଐଶ୍ବର୍ୟ୍ୟା ରାୟ, କରୀନା କପୁର ଖାନ୍, ନିଜ ଦୈନନ୍ଦିନ ଖାଦ୍ୟରେ ଚିନିର ବ୍ୟବହାର ଆଦୌ କରନ୍ତି ନାହିଁ। ଏହା ହିଁ ସେମାନଙ୍କ ଫିଟ୍ ରହିବାର ପ୍ରମୁଖ ରହସ୍ୟ। ଦିଲ୍ଲୀର ନାମକରା ବିଶେଷଜ୍ଞ ଡାକ୍ତର ସିଲେଶ୍ ତିୱାରୀ ବୟସ ଅନୁଯାୟୀ ଲୁଣ ଓ ଚିନିର ଉପଯୋଗିତାକୁ ନେଇ ଏକ ତାଲିକା ପ୍ରସ୍ତୁତ କରିଛନ୍ତି।

    • ବର୍ଷକରୁ ୩ ବର୍ଷର ପିଲା ଦୈନିକ ଅତିବେଶୀରେ ୨.୫ ମିଲିଗ୍ରାମ୍ ଲୁଣ ଖାଇବା ସହ ଚିନି ଆଦୌ ନ ଖାଇବା ଭଲ।
    • ୪ ରୁ ୮ ବର୍ଷର ପିଲା ୩ ଗ୍ରାମ୍ ଲୁଣ ବିଭିନ୍ନ ବ୍ୟଞ୍ଜନ ଉପଯୋଗରେ ଖାଇବା ସହ ଚିନି ନିୟମିତ ୧ ଚାମଚ ହିଁ ଖାଇବା ଭଲ।
    • ୯ ବର୍ଷରୁ ୫୦ ବର୍ଷ ବୟସର ବୟସ୍କମାନେ ୩.୭୫ ମିଲିଗ୍ରାମ୍ ଲୁଣ ଓ ୩ଚାମଚ ଚିନି ଖାଇବା ଭଲ।
    • ୫୦ ବର୍ଷରୁ ଅଧିକ ବୟସ୍କ ଲୋକେ ନିଜ ଖାଦ୍ୟପେୟ ବାବଦରେ ସଚେତନ ହେବା ନିତାନ୍ତ ଜରୁରୀ। ଖୁବ୍ କମ୍ ମାତ୍ରାରେ ଲୁଣ ଓ ଚିନିର ଉପଯୋଗରେ ଏମାନେ ଖାଦ୍ୟ ଖାଇବା ଉଚିତ।
    • ଲୁଣ-ଚିନିର ଉପଯୋଗ ପ୍ରତି ସଚେତନ ନ ହେଲେ ଆଗାମୀ ଦିନରେ ମଧୁମେହ, ଉଚ୍ଚରକ୍ତଚାପ ରୋଗରେ ଆକ୍ରାନ୍ତ ହେବାର ଆଶଙ୍କା ସର୍ବାଧିକ।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories