www.samajalive.in
Tuesday, December 9, 2025
16.1 C
Bhubaneswar

ସାମାଜିକ ସମାନତା ପାଇଁ ୧୦ଭାଗ ସଂରକ୍ଷଣ ନିୟମ ଯଥାର୍ଥ

ନୂଆଦିଲ୍ଲୀ: ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଶତକଡ଼ା ୧୦ଭାଗ ସଂରକ୍ଷଣ ନିୟମକୁ କେନ୍ଦ୍ର ସରକାର ଯଥାର୍ଥ ବୋଲି କହିଛନ୍ତି। ସାମାଜିକ ସମାନତା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡିଛି। ସୁପ୍ରିମ୍‍କୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରେ କେନ୍ଦ୍ର ସରକାର, ବର୍ତ୍ତମାନ ଥିବା ସଂରକ୍ଷଣ ବ୍ୟବସ୍ଥା ଅଧୀନରେ ଆସୁନଥିବା ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ଉପକାର ପାଇଁ ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଥିଲା ବୋଲି ଦୃଢ଼ ଯୁକ୍ତି ଉପସ୍ଥାପନ କରିଛନ୍ତି। ଏହି ସଂରକ୍ଷଣ ପାଇଁ ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନଗୁଡ଼ିକ ଉପରେ କେନ୍ଦ୍ର ସରକାର ସତ୍ୟପାଠ ଦାଖଲ କରିଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories