www.samajalive.in
Thursday, December 11, 2025
16.1 C
Bhubaneswar

ଦହି ମକା ପିଠା

ଆବଶ୍ୟକ ସାମଗ୍ରୀ
ମକା ମଞ୍ଜି – ୨କପ
ଅଦା – ଅଳ୍ପ
ରସୁଣ – ୨ରୁ ୩ ଟି
ଦହି – ଆବଶ୍ୟକ ପରିମାଣରେ
ଧନିଆ ପତ୍ର – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୧ଟି
ଜିରା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
କଞ୍ଚାଲଙ୍କା – ୨ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମକା ମଞ୍ଜିକୁ ଅଳ୍ପ ପେଷି ଦିଅନ୍ତୁ। ଏହା ପରେ ଏଥିରେ ଅଦା, ରସୁଣ, କଞ୍ଚାଲଙ୍କା ପକାଇ ପୁଣି ପେଷି ମିଶ୍ରଣ ପ୍ରସ୍ତୁତ କରି ରଖନ୍ତୁ। ଏବେ ବାଟି ଥିବା ମକା ପେଷ୍ଟରେ ଦହି, କଟା ଧନିଆ ପତ୍ର, ଲୁଣ, କଟା ପିଆଜ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗୋଲମରିଚ ଗୁଣ୍ଡ, କଟା କଞ୍ଚା ଲଙ୍କା ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ ତାୱା ବସାଇ ଅଳ୍ପ ତେଲ ଗରମ କରନ୍ତୁ। ଏହାପରେ ଏଥିରେ ପ୍ରସ୍ତୁତ ହୋଇଥିବା ମିଶ୍ରଣରୁ ପିଠା ଆକୃତିର କରି ତାୱାରେ ପକାନ୍ତୁ। ଏହାର ଦୁଇପଟକୁ ଭଲ ଭାବେ ପିଠାଭଳି ଓଲଟାଇ ସେକି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଦହି ମକା ପିଠା। ଏହାକୁ ସସ କିମ୍ବା ଚଟଣି ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories