www.samajalive.in
Saturday, December 13, 2025
27.1 C
Bhubaneswar

ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ର ପାଇଁ କଂଗ୍ରେସର ୨୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷିତ

ନୂଆଦିଲ୍ଲୀ .. –ଆସନ୍ତା ସାଧାରଣ ନିର୍ବାଚନ  ପାଇଁ  କଂଗ୍ରେସ ପକ୍ଷରୁ ୨୧ ଜଣ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏଥିରେ ଉତ୍ତରପ୍ରଦେଶର ୧୬ ଓ ମହାରାଷ୍ଟ୍ର ୫ ଜଣ ପ୍ରାର୍ଥୀଙ୍କର ନାମ ରହିଛି । ମହାରାଷ୍ଟ୍ରର ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ  ସୁଶୀଲ କୁମାର ସିନ୍ଧେ, ମିଲନ୍ଦ ମୁରଲୀ ଦେବଡା, ପ୍ରିୟା ଦତ୍ତଙ୍କ ନାମ ରହିଛି ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories