www.samajalive.in
Monday, December 8, 2025
14.1 C
Bhubaneswar

ଲାଲୁଙ୍କୁ ଜାମିନ ମାମଲା: ସିବିଆଇକୁ ଜବାବ ତଲବ କଲେ ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ: କୋଟି କୋଟି ଟଙ୍କା ଚାରା ଦୁର୍ନୀତି ସମ୍ପର୍କିତ ୩ଟି ମାମଲାରେ ଅଭିଯୁକ୍ତ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ସିବିଆଇକୁ ଶୁକ୍ରବାର ଜବାବ ତଲବ କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟଙ୍କ ଆବେଦନ ଉପରେ ସିବିଆଇକୁ ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଝାଡ଼ଖଣ୍ଡ ଉଚ୍ଚ ନ୍ୟାୟାଳୟ ଦ୍ୱାରା ୨୦୧୯ ଜାନୁଆରୀ ୧୦ରେ ଜାମିନ ଆବେଦନ ଖାରଜ ହେବ ପରେ ଲାଲୁ ଯାଦବ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି । ସମ୍ପ୍ରତି ସେ ରାଞ୍ଚିସ୍ତିତ ବିର୍ସା ମୁଣ୍ଡା କେନ୍ଦ୍ରୀୟ କାରାଗାରରେ ଜେଲ ଦଣ୍ଡ ଭୋଗୁଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories