www.samajalive.in
Friday, December 12, 2025
14.1 C
Bhubaneswar

ଧରାପଡିଲା ବାଘ ଚମଡା ର‍୍ୟାକେଟ : ୪ଟି ବାଘ ଚମଡା ଜବତ, ୭ଗିରଫ

ସମ୍ବଲପୁର : ସମ୍ବଲପୁର କୁଚିଣ୍ଡାରେ ଶୁକ୍ରବାର ଏକ କଲରାପତରିଆ ବାଘ ଚମଡା କାରବାର ର‍୍ୟାକେଟ୍ ଧରାପଡିଛି। କ୍ରାଇମବ୍ରାଞ୍ଚ ଏସଟିଏଫ ଏହି ର‍୍ୟାକେଟ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଦଳ ୪ଟି ବାଘ ଚମଡା ସହ ୭ଜଣଙ୍କୁ ଗିରଫ କରିଥିବା ଜଣାପଡିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories