www.samajalive.in
Sunday, December 7, 2025
26.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର କ୍ଷେତରାଜପୁର ଥାନା ଅନ୍ତର୍ଗତ ଚେରୁଆପଡ଼ାରେ ଥିବା ଏକ ନିର୍ମାଣଧୀନ ପାଣି ଟାଙ୍କିରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଚେରୁଆପଡ଼ା ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପରିବାର ଲୋକଙ୍କ କଥା ଅନୁସାରେ ଶନିବାର ରାତିରୁ ସେ କାହାକୁ କିଛି ନ କହି ଘରୁ ଚାଲିଯାଇଥିଲେ। ପୁଲସି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories