www.samajalive.in
Monday, December 15, 2025
24.1 C
Bhubaneswar

ବଦଳିଲେ ପଦ୍ମପୁର ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ

କଟକ: ବିଜେପୁର ଉପନିର୍ବାଚନ ଆଉ କେଇଟା ଦିନ ବାକି ଥିବା ବେଳେ ଆଜି ପଦ୍ମପୁର ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କୁ ବଦଳି କରାଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦେଶ କ୍ରମେ ଏସ୍‌ଡିପିଓଙ୍କୁ ବଦଳି କରାଯାଇଥିବା ନେଇ ଡିଜିପି ଆର୍.ପି ଶର୍ମା ସୂଚନା ଦେଇଛନ୍ତି । ପଦ୍ମପୁରର ନୂତନ ଏସ୍‌ଡିପିଓ ଭାବେ ଝାରସୁଗୁଡା ରେଲୱେ ଅଫିସର କ୍ଷୀରସାଗର ନାୟକଙ୍କୁ ଦାୟିତ୍ଵ ମିଳିଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories