www.samajalive.in
Saturday, December 13, 2025
21.1 C
Bhubaneswar

ବବୁଲ ସୁପ୍ରିୟୋଙ୍କୁ ଇସିଙ୍କ କାରଣ ଦର୍ଶାଅ ନୋଟିସ

କଲକାତା : ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରିବା ନେଇ ବିଜେପି ନେତା ବବୁଲ ସୁପ୍ରିୟୋଙ୍କୁ ଭାରତ ନିର୍ବାଚନ ଆୟୋଗ (ଇସିଆଇ) କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସଞ୍ଜୟ ବସୁ କହିଛନ୍ତି ବବୁଲ ନିର୍ବାଚନ ପ୍ରଚାର ପାଇଁ ବ୍ୟବହାର କରିଥିବା ଗୀତ ଆଚରଣ ବିଧି ଉଲ୍ଲଙ୍ଘନ କରୁଛି। ପ୍ରଚାର ଗୀତକୁ ବ୍ୟବହାର ପୂର୍ବରୁ ଇସିଙ୍କ ଅନୁମୋଦନ ନେଇ ନାହାନ୍ତି। ଏ ସମ୍ପର୍କରେ ବିରୋଧୀ ତୃଣମୂଳ କଂଗ୍ରେସ ପକ୍ଷରୁ ଅଭିଯୋଗ ହେବା ପରେ ତାଙ୍କୁ ନୋଟିସ ଜାରି କରାଯାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories