www.samajalive.in
Monday, December 8, 2025
27.1 C
Bhubaneswar

ବାଇକରୁ ୪ଲକ୍ଷ ଟଙ୍କା ଜବତ

ଝାରସୁଗୁଡା : ରବଡେଗା ଛକରୁ ପୁଲିସ ୪ଲକ୍ଷ ଟଙ୍କା ଜବତ କରିଛି। ଫ୍ଲାଇଂ ସ୍ବାଡ ଓ କୁଚିଣ୍ଡା ପୁଲିସର ମିଳିତ ଯାଞ୍ଚ ବେଳେ ଟଙ୍କା ଜବତ କରାଯାଇଛି। ବାଇକଟି ଝାରସୁଗୁଡାରୁ କୁଚିଣ୍ଡା ଆସୁଥିବା ବେଳେ ଟଙ୍କା ଜବତ କରାଯାଇଥିବା ଜଣାପଡିଛି। ତେବେ ଟଙ୍କା କେଉଁଥି ପାଇଁ ଆସୁଥିବା ତାହା ସ୍ପଷ୍ଟ ହୋଇ ନାହିଁ। ପୁଲିସ ଏହାର ତଦନ୍ତ ଆରମ୍ଭ କରିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories