www.samajalive.in
Sunday, December 7, 2025
13.1 C
Bhubaneswar

ଓଡ଼ିଶାର ୫ଟି ଲୋକସଭା ଓ ୨୨ଟି ବିଧାନସଭା ଆସନ ପାଇଁ ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷିତ

ନୂଆଦିଲ୍ଲୀ ..- ୨୦୧୯ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ଓଡ଼ିଶାର ୨୨ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀତାଲିକା ଘୋଷଣା କରାଯାଇଛି । ପୁରୀ ଲୋକସଭା ଆସନ ପାଇଁ ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର, ବରଗଡ ଲୋକସଭା ସୁରେଶ ପୂଜାରୀ, ସମ୍ବଲପୁର ଲୋକସଭା ପାଇଁ  ନୀତେଶ ଗଙ୍ଗଦେବ, କଳାହାଣ୍ଡି ଲୋକସଭା ଆସନ ପାଇଁ  ବସନ୍ତ କୁମାର ପଣ୍ଡା, କୋରପୁଟ ଲୋକସଭା ଆସନ ପାଇଁ ଜୟରାମ ପାଙ୍ଗୀଙ୍କ ନାମ ଘୋଷଣା କରାଯାଇଛି । ସେହପରି ୨୨ଟି ବିଧାନ ସଭା ଆସନପାଇଁ ନାମ ଘୋଷଣ କରାଯାଇଛି । ଦିଗପହଣ୍ଡିରୁ ପିଙ୍କି ପ୍ରଧାନ,ଗୁଣୁପୁରରୁ ଶିଶିର ଗମାଙ୍ଗୋ, ଦେଓଗଡରୁ ସୁବାଷ ପାଣିଗ୍ରାହୀ,ବୀରମହାରାଜପୁରରୁ ରଘୁନାଥ ଜଗଦଲ ପ୍ରମୁଖଙ୍କ ନାମ ରହିଛି ।

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories