ଭୁବନେଶ୍ବର : ହିଞ୍ଜିଳି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୁଦ୍ଧରେ ବିଜେପି ଉପସଭାପତି ପୀତାମ୍ବର ଆଚାର୍ଯ୍ୟ ପ୍ରାର୍ଥୀ ହେବେ। ବିଜେପି ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ଚଳିତ ଥର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ହିଞ୍ଜିଳି ଏବଂ ବିଜେପୁର ଆସନରୁ ପ୍ରତିଦ୍ବନ୍ଧିତା କରୁଛନ୍ତି। ପୂର୍ବରୁ ସେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ସୋମବାର ବିଜେପୁର ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
Popular Categories



