www.samajalive.in
Saturday, December 6, 2025
26.1 C
Bhubaneswar

ମୁଲାୟମ୍‍-ଅଖିଳେଶଙ୍କ ଆୟ ବହିର୍ଭୁତ ସମ୍ପତ୍ତି ମାମଲା : ତଦନ୍ତ ରିପୋର୍ଟ ଦାଖଲ ପାଇଁ ସିବିଆଇକୁ ନୋଟିସ୍‍

ନୂଆଦିଲ୍ଲୀ : ସମାଦବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ୍‍ ସିଂହ ଯାଦବ ତାଙ୍କ ପୁଅ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ଓ ପ୍ରତୀକ୍‍ ଯାଦବଙ୍କ ବିରୁଦ୍ଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ତଦନ୍ତ ରିପୋର୍ଟ ଦାଖଲ କରିବାପାଇଁ ସିବିଆଇକୁ ନିର୍ଦ୍ଦେଶ ବେଦା ନେଇ ଆଗତ ଏକ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟ ସୋମବାର ସିବିଆଇକୁ ନୋଟିସ୍‍ ଜାରି କରିଛନ୍ତି।

ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଓ ଜଷ୍ଟିସ୍‍ ଦୀପକ ଗୁପ୍ତାଙ୍କ ଖଣ୍ଡପୀଠ ତଦନ୍ତର ସ୍ଥିତାବସ୍ଥା ସଂକ୍ରାନ୍ତରେ ଦୁଇ ସପ୍ତାହ ମଧ୍ୟରେ  ଜଣାଇବାପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତର ସ୍ଥିତାବସ୍ଥା ସଂକ୍ରାନ୍ତରେ ଜଣାଇବାପାଇଁ ସିବିଆଇକୁ ନିର୍ଦ୍ଦେଶ ଦେବା ନିମନ୍ତେ ଆବେଦନ କରି କଂଗ୍ରେସ ନେତା ବିଶ୍ୱନାଥ ଚତୁର୍ବେଦୀ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories