www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ପୁଲିସ ଏ.ଏସ୍‍.ଆଇ ଓ ସି.ଡି.ଭି.ଓ କନିଷ୍ଠ କିରାଣୀ

ସମ୍ବଲପୁର : ସମ୍ବଲପୁର ସିଡିଭିଓ କନିଷ୍ଠ କିରାଣୀ ଏସ୍‍. ଶଙ୍କର ରେଡ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଅନୁସାରେ କାର୍ଯ୍ୟାଳୟର ଜଣେ ଅବସରପ୍ରାପ୍ତ କାର୍ଯ୍ୟକର୍ତ୍ତାଙ୍କ ଠାରୁ ୪ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କିରାଣୀ ରେଡ୍ଡିଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।
ସେହିପରି ମାଲକାନଗିରି ଜିଲ୍ଲା କୁଡୁମୁଲୁଗୁମା ଫାଣ୍ଡି ଏ ଏସ ଆଇ ଵାଲାଜି ନାଏକ ଭିଜିଲାନ୍ସ ଧରାପଡିଛନ୍ତି । ସୂଚନା ଅନୁସାରେ ୬୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ୨ ଗୋଷ୍ଟି ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ଏହି ଘଟଣା କୁ ସମାଧାନ କରିବା ପାଇଁ ଲାଞ୍ଚ ନେଉଥିବା ଜଣାପଡିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories