www.samajalive.in
Tuesday, December 9, 2025
16.1 C
Bhubaneswar

ଦୁଇଟି ସ୍ଥାନରେ  ବିଧାୟକ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ଅନ୍ୟ ୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର ..- ୨୦୧୯ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ   ଦୁଇଟି ସ୍ଥାନରେ ପ୍ରାର୍ଥୀ ପରିବର୍ତ୍ତନ କରିଥିବା ବେଳେ ଅନ୍ୟ ଦୁଇଟି ସ୍ଥାନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ରାଉରକେଲା ଓ  ହିଞ୍ଜିଳିରୁ କଂଗ୍ରେସରୁ ଘୋଷଣା କରାଯାଇଥିବା ପୂର୍ବ ପ୍ରାର୍ଥୀଙ୍କୁ ବଦଳାଯାଇଛି ।

ଜି.ଉଦୟଗିରିରେ ବିଧାୟକ ଜାକବ ପ୍ରଧାନଙ୍କ ସ୍ଥାନରେ ଶ୍ୟାମଘନ ପ୍ରଧାନଙ୍କୁ କଂଗ୍ରେସ ଟିକେଟ ଦେଇଛି ।  ପାଟଣାଗଡରୁ ରମେଶ ପୁରୋହିତଙ୍କୁ ପ୍ରାର୍ଥୀ କରାଯାଇଛି । ରାଉରକେଲା ବିଧାନସଭା ଆସନରେ ମୁକ୍ତିକାନ୍ତ ବିଶ୍ୱାଳଙ୍କ ସ୍ଥାନରେ  ବୀରେନ୍‌ ସେନାପତିଙ୍କୁ ଦଳ ପ୍ରାର୍ଥୀ କରାଇଛି ।  ହଞ୍ଜିଳିରୁ ପୂର୍ବରୁ  ରାମକୃଷ୍ଣ ପଣ୍ଡା ପ୍ରାର୍ଥୀ ହୋଇଥିବା ବେଳେ ଏବେ ସେଠାରେ ଶମ୍ଭୁନାଥ ପାଣିଗ୍ରାହୀଙ୍କୁ ପାର୍ଥୀ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories