www.samajalive.in
Saturday, December 13, 2025
26.1 C
Bhubaneswar

ମୁଁ ବିଜେପି କର୍ମୀ: ରାଜସ୍ଥାନ ରାଜ୍ୟପାଳ

ନୂଆଦିଲ୍ଲୀ: ରାଜ୍ୟପାଳ ଭଳି ସାମ୍ବିଧାନିକ ପଦରେ ରହିବା ସତ୍ତ୍ବେ ବିଜେପି ସପକ୍ଷରେ ପ୍ରଚାର କରିଛନ୍ତି ରାଜସ୍ଥାନ ରାଜ୍ୟପାଳ କଲ୍ୟାଣ ସିଂହ। ସୋମବାର ଶ୍ରୀ ସିଂହ କହିଛନ୍ତି ଯେ ‘ଆମେ ସମସ୍ତେ ବିଜେପି କର୍ମୀ। ଆମେ ଚାହୁଁ ବିଜେପି ଆଗାମୀ ନିର୍ବାଚନରେ ବିଜୟୀ ହେଉ ଓ ନରେନ୍ଦ୍ର ମୋଦୀ ପୁନର୍ବାର ପ୍ରଧାନମନ୍ତ୍ରୀ ହୁଅନ୍ତୁ। ମୋଦୀ ପ୍ରଧାନମନ୍ତ୍ରୀ ହେବା ଦେଶ ପାଇଁ ଜରୁରୀ ଆବଶ୍ୟକ।’ କଲ୍ୟାଣ ସିଂହ ୧୯୯୧ରୁ ୧୯୯୨ ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୯ରେ ସେ ମଧ୍ୟପ୍ରଦେଶରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories