www.samajalive.in
Monday, December 8, 2025
27.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

କରଞ୍ଜିଆ : ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣା ଠାକୁରମୁଣ୍ଡା-ଶରତ ରାସ୍ତା ପୁଲିଆଯୋଡି ନିକଟରେ ଘଟିଛି। ମଙ୍ଗଳବାର ଦିନ ବାଇକ ଦୁର୍ଘଟଣା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଗୁରୁତରଙ୍କୁ ଠାକୁରମୁଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।

 

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories