www.samajalive.in
Tuesday, December 9, 2025
26.1 C
Bhubaneswar

କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଉର୍ମିଳା ମାତୋଣ୍ଡକର !

ମୁମ୍ବଇ : ବଲିଉଡ଼ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କ ୨୦୧୯ ଲୋକସଭା ନିର୍ବାଚନ ଲଢିବାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ କଂଗ୍ରେସ ପ୍ରାର୍ଥୀ ଭାବେ ମୁମ୍ବଇ ଉତ୍ତର ଲୋକସଭା ଆସନରୁ ନିର୍ବାଚନ ଲଢିବେ ବୋଲି କୁହାଯାଉଛି। ତେବେ ଏଯାବତ୍ ଏନେଇ ବିଧିବଦ୍ଧ ଭାବେ କୌଣସି ଘୋଷଣା କରାଯାଇ ନାହିଁ।

ମିଳିଥିବା ସୂଚନା ଅନୁସାରେ, ମୁମ୍ବଇର କଂଗ୍ରେସ ବରିଷ୍ଠ ନେତା ସଞ୍ଜୟ ନିରୂପମ୍ ରାଜ୍ୟ କଂଗ୍ରେସର ମୁଖପାତ୍ର ଓ ଉର୍ମିଳାଙ୍କ ପରିବାର ସଦ୍ୟସଙ୍କ ସହ ଯୋଗାଯୋଗ କରିଛନ୍ତି। ମାତ୍ର ଏନେଇ ଗଣମାଧ୍ୟମରେ କେହି ଟିପ୍ପଣୀ ଦେବାକୁ ମନା କରି ଦେଇଛନ୍ତି। କିନ୍ତୁ ରାଜନୈତିକ ସୂତ୍ରରୁ ଜଣାପଡ଼ିଛି ଯେ, ଏନେଇ ଆଲୋଚନା ଖୁବ୍ ଆଗକୁ ବଢିଛି ଓ ଖୁବଶୀଘ୍ର ଏ ବିଷୟରେ ଅନ୍ତିମ ନିଷ୍ପତ୍ତି ନିଆଯିବ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories