www.samajalive.in
Monday, December 8, 2025
24.1 C
Bhubaneswar

ନଦୀରେ ବୁଡି ଦୁଇ ଭାଇ ମୃତ

ଆନନ୍ଦପୁର : ନଦୀରେ ବୁଡି ଦୁଇ ଭାଇଙ୍କର ମୃତ୍ୟୁ ହୋଇଯାଇଛି। ଉଭୟ ବୈତରଣୀ ନଦୀର କୋଡପଡା ଘାଟରେ ଗାଧୋଇବା ବେଳେ ବୁଡି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସେମାନଙ୍କ ସଂପର୍କୀୟ ଭାଇ ବୋଲି ଜଣାପଡିଛି। ଉଭୟଙ୍କ ବୟସ ୧୬ ଓ ୬ ବର୍ଷ ହେବ ବୋଲି କୁହାଯାଉଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଏହାର ତଦନ୍ତ ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories