www.samajalive.in
Thursday, December 11, 2025
26.1 C
Bhubaneswar

ବାଇକକୁ ପିଟିଲା ମିନି ଟ୍ରକ; ଦୁଇ ମୃତ, ଜଣେ ଗୁରୁତର

କୋରାପୁଟ : ବାଇକକୁ ମିନି ଟ୍ରକ ଧକ୍କା ଦେବାରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣା କୋରାପୁଟ ଜିଲା ଦାମନଯୋଡି ନିକଟ ଝଡିଗୁଡା ନିକଟରେ ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାସହ ମୃତକମାନଙ୍କ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାପଡିଛି। ପୁଲିସ ଘଟଣାସ୍ଥଳ​‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟଟ୍ଟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

Related Articles

Popular Categories