www.samajalive.in
Friday, December 5, 2025
26.1 C
Bhubaneswar

ନାଇଜରରେ ଆତଙ୍କବାଦୀ ଆକ୍ରମଣ: ୧୦ ମୃତ

ନିଆମେ: ପୂର୍ବ ନାଇଜରରେ ବୋକୋ ହାରାମ ଆତଙ୍କବାଦୀଙ୍କ ଆକ୍ରମଣରେ ୧୦ଜଣ ପ୍ରାଣ ହରାଇବା ସହ ଅନେକ ଆହତ ହୋଇଛନ୍ତି। ସ୍ଥାନୀୟ ମେୟରଙ୍କ କହିବା ଅନୁଯାୟୀ ମାର୍ଚ୍ଚ ୨୬ ତାରିଖ ବିଳମ୍ବିତ ରାତିରେ ଦୁଇଟି ସ୍ଥାନରେ ଏହି ଆକ୍ରମଣ ହୋଇଛି। ବୋକୋ ହାରାମର ମହିଳା ଆତ୍ମଘାତୀମାନେ ଦୁଇଟି ସ୍ଥାନରେ ବିସ୍ଫୋରଣ ଘଟାଇଥିଲେ। ଜଣେ ଆତ୍ମଘାତୀ ପୁଲିସ ବାରାକ ନିକଟରେ ବିସ୍ଫୋରଣ ଘଟାଇଥିବାବେଳେ ଅନ୍ୟଟି ଟାଉନ ହଲରେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଆତଙ୍କବାଦୀମାନେ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହା ପୂର୍ବରୁ ଗୁରୁବାର ଓ ଶନିବାର ଦୁଇଟି ପୃଥକ ଆକ୍ରମଣରେ ୮ ଓ ୧୪ଜଣ ପ୍ରାଣ ହରାଇଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories