www.samajalive.in
Saturday, December 13, 2025
21.1 C
Bhubaneswar

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୨ ଆତଙ୍କବାଦୀ ନିହତ

ଜମ୍ମୁ ଓ କାଶ୍ମୀର : ଜମ୍ମୁ ଓ କଶ୍ମୀରର ବଡ଼ଗାମ ଜିଲା ଅନ୍ତର୍ଗତ ସୁସ୍ତ ଗ୍ରାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ଆତଙ୍ଗବାଦୀ ନିହତ ହୋଇଛନ୍ତି। ଆଉ କିଛି ଆତଙ୍ଗବାଦୀ ଲୁଚି ରହିଥିବାର ଆଶଙ୍କା କରାଯାଉଥିଲାବେଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସଚ୍ଚ ଅଭିଯାନ ଜାରି ରହିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories